୧୬୨୯ ପଜିଟିଭ୍ ଚିହ୍ନଟ, କେବଳ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୧ଶହ ଟପିଲା

37

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୯୦ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୦ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.