ମମିତା ମେହେରଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ମଞ୍ଜୁର କରାଯାଇଛି । ବଲାଙ୍ଗୀର ଜିଳ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ସହାୟତା ରାଶି ଯୋଗାଇଦେବା ପାଇଁ ଆବେଦନ କରିଥିଲେ ମମିତାଙ୍କ ଭାଇ ବଣ୍ଟି ମେହେର ।
ବଣ୍ଟିଙ୍କ ଆବେଦନକୁ ବିଚାରକୁ ନିଆଯାଇ ସହାୟତା ରାଶି ରୂପେ ଟଙ୍କା ମଞ୍ଜୁର କରାଯାଇଛି ।
ପ୍ରାଧିକରଣର ଏହି ପଦକ୍ଷେପକୁ ସ୍ଥାନୀୟ ବାସିନ୍ଦା ସ୍ୱାଗତ କରିଛନ୍ତି । ପିଡୀତା ସହାୟତା ରାଶି ପାଇଁ ୨୬ଟି ଆବେଦନ ହୋଇଥିବା ବେଳେ ୨୩ଟି ଆବେଦନକୁ ଗ୍ରହଣ କରିଥିଲା କମିଟି ।
Comments are closed, but trackbacks and pingbacks are open.