ଶ୍ରୀମନ୍ଦିରରୁ ୧୨ ନକଲି ଗୁମାସ୍ତା ଗିରଫ

414

ପୁରୀ: ପୁରୀସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ବିଏନ୍‌ଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି । ସୂଚନା ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ଆସିଥାନ୍ତି । ଶ୍ରୀମନ୍ଦିରର ସଂସ୍କୃତି ଓ ପରମ୍ପରା ବିଷୟରେ ସେବାୟତ ଓ ସେମାନଙ୍କର ଗୁମାସ୍ତା ମାନେ ଯାତ୍ରୀମାନଙ୍କୁ ଟିକିନିଖି ତଥ୍ୟ ପ୍ରଦାନ କରିଥାନ୍ତି । କିନ୍ତୁ କିଛି ନକଲି ଗୁମାସ୍ତା ଓ ଅଣ ସେବାୟତଙ୍କ ଯୋଗୁ ଯାତ୍ରୀମାନେ ଠକାମୀ ସହ ଦୁର୍ବ୍ୟବହାରର ଶିକାର ମଧ୍ୟ ହୋଇଥାନ୍ତି । ଏନେଇ ଅନେକ ଥର ଥାନାରେ ଅଭିଯୋଗ ହେବା ପରେ ଏବେ ଆକ୍ସନ ମୋଡ଼କୁ ଆସିଛି ପୁରୀ ପୋଲିସ । ଶ୍ରୀମନ୍ଦିରକୁ ଆସୁଥିବା ଯାତ୍ରୀ, ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହିତ ସୁବିଧାରେ ଦର୍ଶନ ଏବଂ ଠକାମୀର ଯେଭଳି ଶିକାର ନହେବେ ସେ ଦିଗରେ ପୋଲିସ ବିଶେଷ ଦୃଷ୍ଟି ଦେଇଛି । ଗିରଫ ହୋଇଥିବା ନକଲି ଗୁମାସ୍ତାଙ୍କ ପାଖରେ କୌଣସି ପରିଚୟ ପତ୍ର ନଥିବାବେଳେ ବେଆଇନ ଭାବେ ଏମାନେ ଗୁମାସ୍ତା କାର୍ଯ୍ୟ କରୁଥିଲେ ବୋଲି ପୋଲିସ କହିଛି ।

13 Comments
  1. how to order androxal generic australia

    generic androxal capsules price comparison

  2. buy cheap enclomiphene purchase tablets

    discount enclomiphene cheap from india

  3. is rifaximin over the counter in Australia

    buying rifaximin generic online mastercard

  4. how to order xifaxan uk buy online

    how to buy xifaxan cost at costco

  5. how to order staxyn generic uk next day delivery

    cheap staxyn cheap no prescription

  6. cheapest buy avodart purchase online from canada

    cheap avodart without rx online

  7. dutasteride uk where buy onlune

    cheapest buy dutasteride generic efficacy

  8. get flexeril cyclobenzaprine price prescription

    ordering flexeril cyclobenzaprine cheap mastercard

  9. buy cheap gabapentin canadian discount pharmacy

    gabapentin no r x cod

  10. acheter du fildena

    cheapest buy fildena usa where to buy

    ordering fildena cheap next day delivery

  11. purchase itraconazole uk delivery…

    order itraconazole generic health

  12. jak dostat lékaře k předpisu kamagra

    dodání sobota kamagra

  13. kamagra commandes de livraison

    acheter kamagra sans prescrire france

Comments are closed, but trackbacks and pingbacks are open.