ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ

213

ଭୁବନେଶ୍ୱର : ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ।ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି lବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବ। ସେହିପରି ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ ମଧ୍ୟ ଖୋଲିବ। ଏହା ସହ ଦେବଗଡ଼, ମାଲକାନଗିରି, ସୋନପୁରରେ ସ୍ବତନ୍ତ୍ର ପୋକ୍ସୋ କୋଟ ହେବ  ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି।

Comments are closed, but trackbacks and pingbacks are open.