Yearly Archives

2025

ଇସ୍ତଫା ଦେଲେ ଧନଞ୍ଜୟ ମୁଣ୍ଡେ, ସରପଞ୍ଚ ହତ୍ୟାକାଣ୍ଡ ଅଭିଯୁକ୍ତ ସହିତ ରହିଛି ଲିଙ୍କ

ନୂଆଦିଲ୍ଲୀ: ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ଆଜି ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫାପତ୍ର ଧରି ତାଙ୍କ ପିଏ ପ୍ରଶାନ୍ତ ଯୋଶୀ ମୁଖ୍ୟମନ୍ତ୍ରୀ
Read More...

୩ ଦିନ ପରେ ବନ୍ଦ ଘରୁ ଦମ୍ପତିଙ୍କ ଗଳିତ ମୃତଦେହ ଉଦ୍ଧାର, ସାଇଣ୍ଟିଫିକ୍ ଟିମର ତଦନ୍ତ

ଭୁବନେଶ୍ବର : ବନ୍ଦ ଘରୁ ଉଦ୍ଧାର ହେଲା ସ୍ବାମୀ-ସ୍ତ୍ରୀଙ୍କ ଗଳିତ ମୃତଦେହ । ତିନି ଦିନ ଧରି ମୃତଦେହ ପଡିରହିଥିବା ସୂଚନା ମିଳିଛି । ନବରଙ୍ଗପୁର ଥାନା କୁନ୍ଦେଇଥାନା
Read More...

ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ, ଦୁଇ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ । ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ
Read More...

ଆଇଆରସିଟିସି, ଆଇଆରଏଫ୍‌ସିକୁ ନବରତ୍ନ ମାନ୍ୟତା, ଭାରତରେ ନବରତ୍ନ କମ୍ପାନୀ ସଂଖ୍ୟା ୨୬କୁ ବୃଦ୍ଧି

ନୂଆଦିଲ୍ଲୀ : ସୋମବାର ଭାରତ ସରକାରଙ୍କ ପକ୍ଷରୁ ଆଇଆରସିଟିସି ଏବଂ ଆଇଆରଏଫ୍‌ସି ଭଳି ୨ଟି କମ୍ପାନୀକୁ ଦେଶର ୨ ନୂଆ ନବରତ୍ନ କମ୍ପାନୀ ଭାବେ ମନୋନୀତ କରିଛନ୍ତି। ଅର୍ଥାତ୍
Read More...

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ନବମ ପାଳି: ଆଠଟି ପାଳିରେ ୮୪% ମାମଲାର ସମାଧାନ

ଭୁବନେଶ୍ୱର : ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ସେମାନଙ୍କ ସମସ୍ୟାର ତ୍ୱରିତ୍ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଅଭିଯୋଗ ପ୍ରକୋଷ୍ଠରୁ ତୁରନ୍ତ
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଅପ୍ରେଲ୍ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ

ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘେଷଣା। ମାର୍ଚ୍ଚ ୫ରେ ନୁହେଁ, ଅପ୍ରେଲ ୨୪ରେ ହେବ ପାଳନ। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ପାଳନ
Read More...

ସର୍କିଟ୍ ହାଉସ୍ ସମ୍ମିଳନୀ ଗୃହରେ ପ୍ରସ୍ତୁତି ବୈଠକ: ଜୁନ୍ ୨୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ଭୁବନେଶ୍ବର: ଜୁନ୍ ୨୭ତାରିଖରେ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଦେବସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଶୃଙ୍ଖଳିତ
Read More...

ସୋଆ ଛାତ୍ରଛାତ୍ରୀଙ୍କୁ ଜୀବନର ସୂତ୍ର ଶିଖାଇଲେ ଅଭିନେତା ଆଶିଷ ବିଦ୍ୟାର୍ଥୀ

ଭୁବନେଶ୍ୱର, ମାର୍ଚ୍ଚ ୩: ପାଠପଢ଼ା ଶେଷ ହେବା ପରେ ପ୍ରକୃତ ଜୀବନ ଆରମ୍ଭ ହୋଇଥାଏ । ତେବେ ଜୀବନ ଯେଉଁ ପ୍ରତିବନ୍ଧକ ଗୁଡ଼ିକ ସମ୍ମୁଖରେ ଆଣି ରଖିବ ତୁମକୁ ତାହାର ସାମ୍‌ନା
Read More...

ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡା ଚେତାବନୀ: ଆବଶ୍ୟକ ପଡିଲେ ପଶ୍ଚିମବଙ୍ଗକୁ ପାଠ ପଢାଇବ ଓଡ଼ିଶା

ଭୁବନେଶ୍ୱର :  ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି । ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ ।
Read More...

ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ ଆଙ୍କି ବିଦେଶିନୀ ଅଡୁଆରେ, ସହିଦନଗର ଥାନାରେ ମାମଲା

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅପମାନ । ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ ପରେ ଚାରିଆଡୁ ଘୋର ନିନ୍ଦା । ମହାପ୍ରଭୁଙ୍କୁ ଅପମାନ ନେଇ ଥାନାରେ ମାମଲା । ସହିଦନଗର
Read More...