ଆଜି ରାଜ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କ ମୃତ୍ୟୁ

22

ରାଜ୍ୟରେ ଧୀରେଧୀରେ ଦୈନିକ କରୋନା ସଂକ୍ରମଣ ନିମ୍ନ ମୁଖି ହେଉଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି I ମୃତକ ମାନେ ସମ୍ବଲପୁର, ଦେବଗଡ଼, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃଚିହ୍ନଟ ହୋଇଛନ୍ତି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.