ରାଜ୍ୟରେ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ

23

ରାଜ୍ୟରେ କରୋନା ଗ୍ରାଫ ଧୀରେ ଧୀରେ ତଳମୁହାଁ ହୋଇ ଶେଷ ପର୍ଯ୍ୟାୟରେ ପହଂଚିଛି I ଗତ କେତେ ୩/୪ ସପ୍ତାହ ଧରି କରୋନା ସଂକ୍ରମଣ ଦୁଇ ଦଶ ତଳକୁ ରହୁଥିବାବେଳେ ,ଗତ କାଲି ରାଜ୍ୟରୁ ଜଣେ ମାତ୍ର ସଂକ୍ରମିତ ଚିହ୍ନଟ ହୋଇଥିଲା I ସେହିପରି ଆଜି ରାଜ୍ୟରୁ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ଓ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷ ମଧ୍ୟରେ ୩ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ଓ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷ ମଧ୍ୟରେ ୩ ଆକ୍ରାନ୍ତ ରହିଛନ୍ତି ।

Comments are closed, but trackbacks and pingbacks are open.