ଏପ୍ରିଲ ୧୩ରୁ ନବମ ସମ୍ମେଟିଭ-୨ ପରୀକ୍ଷା : ବୋର୍ଡର ସୂଚନା

27

ନବମ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା । ଚଳିତ ବର୍ଷ ଠାରୁ ପ୍ରଥମ ଥର ପାଇଁ ନବମ ଶ୍ରେଣୀ ପରୀକ୍ଷା ମଧ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କରାଯିବ । ଏହା ଏପ୍ରିଲ ୧୩ରୁ ଆରମ୍ଭ ହୋଇ ୨୧ ଯାଏ ଚାଲିବ ନବମ ଶ୍ରେଣୀର ସମ୍ମେଟିଭ ୨ ପରୀକ୍ଷା । ସକାଳ ୮ଟାରୁ ଫାଷ୍ଟ ସିଟିଂରେ ନିଜ ସ୍କୁଲରେ ହେବ ପରୀକ୍ଷା । ତେବେ ଖରାକୁ ଦୃଷ୍ଟିରେ ରଖି ପିଲାମାନଙ୍କ ପାଇଁ ସବୁ ପ୍ରକାରର ବନ୍ଦୋବସ୍ତ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

Comments are closed, but trackbacks and pingbacks are open.