ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ଦାୟିତ୍ବ ଦେଲେ ରାଜ୍ୟ ସରକାର, ଏସ୍‌ଟିଏଫ୍‌ (ନାର୍କୋଟିକ୍ସ) ଅଧ୍ୟକ୍ଷ ଭାବେ ନିଯୁକ୍ତି

18

ପୂର୍ବତନ ଡିଜିପି ଅଭୟଙ୍କୁ ମିଳିଲା ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାର୍କୋଟିକ୍ସ ସମ୍ପର୍କିତ ରାଜ୍ୟ ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଡିଜିପି ଅଭୟ । ମୁଖ୍ୟ ଶାସନ ସଚିବ ପାହ୍ୟାରେ ରହିବେ ଅଭୟ । ଅ ପୂର୍ବରୁ ଜାତୀୟ ନାର୍କୋଟିକ୍ସ କଣ୍ଟ୍ରୋସଲ ବ୍ୟୁରୋ ଅଧ୍ୟକ୍ଷ ମଧ୍ୟ ଥିଲେ ଅଭୟ । ଆଜି ଓଡିଶା ଡିଜିପି ଭାବେ ଅଭୟଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । ତେବେ ତାଙ୍କ ଜାଗାରେ ସୁନୀଲ ବଂଶଲ ରାଜ୍ୟର ନୂଆ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । କଟକ ଡିଜିପି ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୂର୍ବତନ ଡିଜିପି ଅଭୟଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ ସୂନୀଲ ବଂଶଲ ।

Leave A Reply

Your email address will not be published.