ବଢ଼ିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ, ଦାୟିତ୍ୱରେ ରହିବେ ଆଉ ୬ ମାସ

14

ବଢ଼ିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଫେବୃଆରୀ ମାସ ୨୮ ତାରିଖରେ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିବା ବେଳେ ଏହାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି । ପୂର୍ବରୁ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିବା କାର୍ଯ୍ୟକାଳ ବୃଦ୍ଧି ପ୍ରସ୍ତାବ ଉପରେ ମହୋର ମାରିଛି କେନ୍ଦ୍ର ।

Leave A Reply

Your email address will not be published.