ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନା ସଂକ୍ରମିତ

9

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି । ଏହା ସହ ଏଇ କିଛିଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ମାନଙ୍କୁ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେବା ସହିତ କୋଭିଡ୍ ଗାଇଡଲାଇନ୍ କୁ ଭଲ ଭାବରେ ପାଳନ କରିବା ପାଇଁ ଟ୍ୱିଟ ମାଧ୍ୟମରେ ସୂଚନା ଦେଇଛନ୍ତି I

Leave A Reply

Your email address will not be published.