ଆଜି ରାଜ୍ୟରେ ୬ କରୋନା ସଂକ୍ରମିତ ଙ୍କ ମୃତ୍ୟୁ

22

ରାଜ୍ୟରେ କରୋନା ସଂକ୍ରମଣ ର ହ୍ରାସ ପାଇ ସ୍ଥିତି କ୍ରମେ ନିୟନ୍ତ୍ରଣ ଆଡକୁ ଆସିଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୬ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ମାନେ ଖୋର୍ଦ୍ଧାରୁ ୨ ଜଣ, ସୁନ୍ଦରଗଡ଼, ମୟୁରଭଞ୍ଜ, ଗଞ୍ଜାମ, କଟକ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି I ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୦୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.