ରାସ୍ତାକଡ଼ରୁ କଟା ଗୋଡ଼ ଉଦ୍ଧାର,କାରଣ ଅସ୍ପଷ୍ଟ

26

ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅନ୍ତର୍ଗତ ମଙ୍ଗଳପୁର ୫୩ ନମ୍ବର ଜାତୀୟ ରାଜପଥ ପାଖ ଜଙ୍ଗଲ ରାସ୍ତାକଡ଼ରୁ ଜଣେ ବ୍ୟକ୍ତିଙ୍କ କଟା ଗୋଡ଼ ଉଦ୍ଧାର କରାଯାଇଛି। ତେବେ ଏହି କଟା ଗୋଡ଼ଟି କାହାର କେଉଁଠୁ ଆସିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ ଟିମ୍‌କୁ ଡକାଯାଇଛି। ସାଇଣ୍ଟିଫିକ୍ ଟିମ୍‌ ଆସି ତଦନ୍ତ କଲାପରେ ଅଧିକ ସୂଚନା ମିଳିପାରିବ ବୋଲି ସୁକିନ୍ଦା ଥାନା ଅଧିକାରୀ କହିଛନ୍ତି

Comments are closed, but trackbacks and pingbacks are open.