କମିଲା ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୩୯ କରୋନା ସଂକ୍ରମିତ ଚିହ୍ନଟ

28

ଲଗାତାର ଗତ ୪ ଦିନ ଧରି ରାଜ୍ୟର ଦୈନିକ କରୋନା ସଂକ୍ରମଣ ହଜାରେ ଉପରେ ରହିବା ପରେ ଆଜି ସାମାନ୍ୟ କମିଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଚିହ୍ନଟ ହୋଇଥିବା ଆକ୍ରାନ୍ତ ଙ୍କ ମଧ୍ୟରୁ ୪୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ଅଂଚଳ ରୁ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯୫ ଜଣ ସଂକ୍ରମିତ ରହିଛନ୍ତି ।
ପ୍ରତିଥର ଭଳି ଏ ଥର ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ଜଣ ଚିହ୍ନଟ ହୋଇଥିବା ବେଳେ ,ସମ୍ବଲପୁର ଜିଲ୍ଲାରୁ ୧୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ,ସୋନପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ ଓ ଷ୍ଟେଟ ପୁଲ୍‌ରୁ ୩୨ଜଣ ରହିଛନ୍ତି I ଆଜିର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୭୨୪୯କୁ ବୃଦ୍ଧି ପାଇଛି । ଏଥି ମଧ୍ୟରୁ ୭୪୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୦୬୬୩ ଜଣ ସୁସ୍ଥ ହୋଇଛନ୍ତି । ବର୍ତମାନ ଯାଏଁ ରାଜ୍ୟରୁ ୩୨୫୧୯୦୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.