ଡବ୍ଲୁଓଡିସିର ସିଇଓ ଡଃ. ଅଜିତ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଏକ ବର୍ଷ ବୃଦ୍ଧି

21

ଭୁବନେଶ୍ୱର: ପଶ୍ଚିମ ଓଡିଶା ବିକାଶ ପରିଷଦ (ଡବ୍ଲୁଓଡିସି)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ଅଜିତ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଆଉ ଏକ ବର୍ଷ ପାଇଁ ବୃଦ୍ଧି ହୋଇଛି । ଅବସର ପରେ ତାଙ୍କର କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି ହୋଇ ଥିଲା । ତେବେ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ପୁନର୍ବାର ଆଉ ଏକ ବର୍ଷ ପାଇଁ ବୃଦ୍ଧି ପାଇଁ ଅନୁମତି ଦେଇଛନ୍ତି । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Comments are closed, but trackbacks and pingbacks are open.