କାଲି ବଙ୍ଗୋପସାଗରରେ ହେବ ଲଘୁଚାପ, ୩୦ ଯାଏ ବର୍ଷିବ

34

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗର ଓ ତାହାର ଆଖପାଖ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା  ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି

Leave A Reply

Your email address will not be published.