ଖୋଲିଲା ସୂର୍ଯ୍ୟମନ୍ଦିର

41

କରୋନାର ଦ୍ଵିତୀୟ ଲହର କଟକଣା ଯୋଗୁଁ ପ୍ରାୟ ସାଢ଼େ ୩ ମାସ ବନ୍ଦ ରହିବା ପରେ ଆଜିଠୁ ଖୋଲିଛି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର। ସ୍ୱତନ୍ତ୍ର ଗାଇଡଲାଇନ୍‌ ମଧ୍ୟରେ ଆଜିଠୁ କୋଣାର୍କ ଖୋଲିଥିବା ବେଳେ ବାର୍‌ କୋଡ ସ୍କାନ କରି ଭିତରେ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ ।

Leave A Reply

Your email address will not be published.