ଭାରତୀୟ ହକି ଖେଳାଳି ଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

38

ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଛି ଭାରତୀୟ ହକି ଦଳ । ଶକ୍ତିଶାଳୀ ଜର୍ମାନୀକୁ ୫-୪ରେ ହରାଇ ଭାରତ ବ୍ରୋଞ୍ଜ ଜିତିଛି ।ମ୍ୟାଚ୍ ଜିତିବା ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇବା ସହ ଫୋନରେ କଥା ହୋଇଛନ୍ତି ।

Leave A Reply

Your email address will not be published.