ପୁଣି କରୋନା ସଂକ୍ରମଣ ବଢ଼ିଲା

30

ପୁଣି ରାଜ୍ୟ ରେ କରୋନା ସଂକ୍ରମଣ ବୃଦ୍ଧିପାଇବାରେ ଲାଗିଛି । ଗତ ଦୁଇ ଦିନ ସଂକ୍ରମଣ ସଂଖ୍ୟା ୧୦୦୦ ମଧ୍ୟ ରେ ରହୁଥିବା ବେଳେ ଗତ ୨୪ ଘଣ୍ଟାରେ ୧୨୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୨୫ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.