ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

31

ଦିନିକିଆ କ୍ରିକେଟ ବିଶ୍ୱକପ୍ ପାଇଁ ଆଜି ଦଳ ଘୋଷଣା କରିଛି ବିସିସିଆଇ। ବିଶ୍ୱକପ୍‌ ଦଳରେ ଅଛନ୍ତି- ରୋହିତ ଶର୍ମା (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା (ଉପଅଧିନାୟକ), ବିରାଟ କୋହଲି, ଶୁବମନ ଗିଲ୍‌, ଇଶାନ କିଶନ, ଶ୍ରେୟସ ଆୟର, ଅକ୍ଷର ପଟେଲ, ଯଶପ୍ରୀତ ବୁମ୍ରା, ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର,କେ. ଏଲ୍‌ ରାହୁଲ, କୁଲଦୀପ ଯାଦବ, ମହମ୍ମଦ ସାମି, ମହମ୍ମଦ ସିରାଜ ଓ ସୂର୍ଯ୍ୟକୁମାର ଯାଦବ।

Comments are closed, but trackbacks and pingbacks are open.