ରାଜ୍ୟ ରେ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ୮୧୬,୧୦୬ ଶିଶୁ ପଜିଟିଭ୍

31

ରାଜ୍ୟରେ ଆଜି ୮୧୬ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ,୧୦୬ ଶିଶୁ ପଜିଟିଭ୍ ବାହାରିଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୭୫ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି ୩୪୧ । ଏହା ସହ୧୦୬ ଜଣ ୧୮ ବର୍ଷରୁ ଛୋଟ ପିଲା ପଜିଟିଭ ଚିହ୍ନଟ ହୋଇଛନ୍ତି ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୮୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୭୫ ଓ ସ୍ଥାନୀୟ ଅଞ୍ଚଳରୁ ୩୪୧ ଜଣ ଚିହ୍ନଟ ହେବା ସହ ୧୦୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

Leave A Reply

Your email address will not be published.