ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ ବାୟୁ

23

ଭୁବନେଶ୍ବର: ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ବର୍ତମାନ ସମୟରେ  ସ୍ଥିତି ଅନୁକୂଳ ଥିବାରୁ ୫ ଦିନ ଭିତରେ କେରଳ ଛୁଇଁବ ନେଇ ଆକଳନ କରାଯାଇଛି ।

ତେବେ ରାଜ୍ୟରେ ଆସନ୍ତାକାଲି କାଲିଠୁ ବଢ଼ିବ ତାତି । ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବା ସମ୍ଭାବନା ନେଇ ଆକଳନ କରାଯାଇଛି । ତାତି ବଢ଼ିଲେ ବି ୫ ଦିନ ମଧ୍ୟରେ ହିଟୱେଭ୍ ସମ୍ଭାବନା ନାହିଁ । କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ସମ୍ଭାବନା ରହିଛି ।

Comments are closed, but trackbacks and pingbacks are open.