ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି

203

ନୂଆଦିଲ୍ଲୀ: ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ପାଠ ଉତ୍ସବରେ ତାଙ୍କୁ ଶପଥ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଆୟୋଜିତ ଏହି ଉତ୍ସବରେ ପଡୋଶୀ ରାଷ୍ଟ୍ରର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପରେ ରାଜନାଥ ସିଂ, ଅମିତ ଶାହା, ନୀତିନ ଗଡକରୀ, ଜେପି ନଡ୍ଡା ପ୍ରମୁଖ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

Leave A Reply

Your email address will not be published.