ଝାଡଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ: ବିଧାୟକ ଦଳର ନେତା ଭାବରେ ହେଲେ ନିର୍ବାଚିତ

210

ନୁଆଦିଲ୍ଲୀ: ହେମନ୍ତ ସୋରେନ ଝାଡଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ହେବେ। ସୂଚନାନୁସାରେ, ହେମନ୍ତ ସୋରେନ ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତ ସୋରେନଙ୍କୁ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ ନେତୃତ୍ଵ ହସ୍ତାନ୍ତର କରାଯାଇଥିଲା। ବର୍ତ୍ତମାନ ଜେଲରୁ ମୁକ୍ତ ହେବା ପରେ ହେମନ୍ତ ସୋରେନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ।

Comments are closed, but trackbacks and pingbacks are open.