ଜଳଦ ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ସୂଚନା କମିଶନର

30

ଜଳଦ ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ସୂଚନା କମିଶନର । ତାଙ୍କୁ ଆଜି ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ତାମିଲନାଡ଼ୁ ପୋଲିସ୍ ଡିଜି ଦାୟିତ୍ୱ ତୁଲାଇଅବସର ନେଇଥିଲେ I ରାଜ୍ୟ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ର ଅବସ ନେବା ପରେ ଏହି ପଦବୀ ଖାଲିଥିଲା । ୨୦୦୮ ମସିହାରେ ସେ ପ୍ରଥମ ପୁଲିସ୍ ଭାବେ ପବ୍ଲିକ ଆଡମିନିଷ୍ଟ୍ରେସନରେ ଉଲ୍ଲେଖନୀୟ ସେବା ପାଇଁ ‘ପ୍ରଧାନମନ୍ତ୍ରୀ ଆୱାର୍ଡ’ରେ ସମ୍ମାନିତ ହୋଇଥିଲେ । ଶ୍ରୀ ତ୍ରିପାଠୀଙ୍କ ଘର କଟକ ଜିଲ୍ଲାର ସାଲେପୁର ବ୍ଲକର ଭେଡ଼ା ଗାଁରେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.