ମା’ ବୁଢୀ ଠାକୁରାଣୀଙ୍କ ଦର୍ଶନକଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

1,817

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସକାଳେ ବ୍ରହ୍ମପୁରରେ ପହଞ୍ଚି ସେଠାରେ ଅଧିଷ୍ଠାତ୍ରୀ ଦେବୀ ମା’ ବୁଢୀ  ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ଶନିବାରଠାରୁ ଦୁଇଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତ ଆରମ୍ଭ କରିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ସକଳ ଜନ ମାନସର ସ୍ୱାସ୍ଥ୍ୟର ସମୃଦ୍ଧି କାମନା କରି  ମାଆଙ୍କ ନିକଟରେ ଦୀପ ଦାନ କରିଛନ୍ତି। ଏହାପରେ ଓଡ଼ିଶା ସର୍ଭିସ୍ ସ୍କୁଲ ଫର ବ୍ଲାଇଣ୍ଡର ଛାତ୍ରୀମାନେ କେନ୍ଦ୍ରମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀ ମାଆ ବୁଢୀ ଠାକୁରାଣୀ ମନ୍ଦିରର ଉନ୍ନୟନ କର୍ଯ୍ୟ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ଉଚ୍ଚଶିକ୍ଷା,କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ, ବ୍ରହ୍ମପୁର ସାଂସଦ ଡ.ପ୍ରଦୀପ ପାଣିଗ୍ରାହୀ, ବ୍ରହ୍ମପୁର ବିଧାୟକ କେ.ଅନିଲ କୁମାର, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ,ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ,ଜିଲ୍ଲାପାଳ ଭି କୀର୍ତ୍ତି ଭାସନ୍, ବ୍ରହ୍ମପୁର ଉପ ଜିଲ୍ଲାପାଳ ଅବିନାଶ କୁମାର, ବ୍ରହ୍ମପୁର ଏସପି ଡ଼ା ସରବଣା ବିବେକ ଏମ,ବିଜେପି ଜିଲ୍ଲା ସଭାପତି ସରୋଜ ସାବତଙ୍କ ସମେତ ପ୍ରମୁଖ ମାଆଙ୍କ ଦର୍ଶନ କରିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀ ଏହାପରେ ରାମଲିଙ୍ଗେଶ୍ୱର ପାର୍କ ପରିସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତ୍ରିରଙ୍ଗା ରାଲିରେ ଯୋଗଦେଇଛନ୍ତି। ସେହିପରି ରାଲି ଶେଷ ହେବା ପରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଅଭିମୁଖେ ପ୍ରସ୍ଥାନ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ। ଦିନ ୧୧ ଟାରେ ବିଶ୍ଵବିଦ୍ୟାଳୟ ୨୬ତମ ସମାବର୍ତ୍ତନ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହା ପରେ ଦିନ ୧ଟାରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରୁ ବାହାରି ଆଇଜର୍  ଯିବେ।  ଅପରାହ୍ନ ୩ଟାରେ ଆଇଜର ଉତ୍ସବରେ ଯୋଗଦେବେ ଏବଂ ଅପରାହ୍ନ ୫ଟାରେ ଆଇଜର୍ ସେଣ୍ଟ୍ରାଲ୍ ଆନାଲିଟିକାଲ୍ ଫେସିଲିଟି, ବୟଜ୍ ହଷ୍ଟେଲ ଷ୍ଟାଫ୍ ଉଦ୍‌ଘାଟନ କରିବେ। ଏହାପରେ ସନ୍ଧ୍ୟା ୬.୩୦ରେ ଆଇଜର ସମୀକ୍ଷା ବୈଠକରେ ଯୋଗଦେଇ ଗୋପାଳପୁର ଫେରିବାର କାର୍ଯ୍ୟକ୍ରମ ହୋଇଛି।

13 Comments
  1. cheap enclomiphene cheap prescription

    buy enclomiphene cheap online canada

  2. kamagra prix bas

    acheter kamagra sans ordonnance

  3. androxal comprar

    online pharmacy usa androxal

    order androxal generic work

  4. buying dutasteride where to purchase

    buying dutasteride cheap fast shipping

  5. discount flexeril cyclobenzaprine price dubai

    discount flexeril cyclobenzaprine buy hong kong

  6. cheap overnight gabapentin

    buy cheap gabapentin no prescription needed

  7. discount itraconazole canada generic

    itraconazole deliver to uk fed ex overnight

  8. buy cheapest fildena online

    how to buy fildena no prescription online

  9. online order avodart generic order

    online order avodart generic extended release

  10. buy cheap staxyn uk sales

    get staxyn canada internet

  11. cheap xifaxan cheap prices

    discount xifaxan price usa

  12. ordering rifaximin cheap from canada

    buy cheap rifaximin usa price

  13. vytí se dostat kamagra bez prescrtiption

    kamagra třída léčiv

Comments are closed, but trackbacks and pingbacks are open.