ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଅବଧି ବୃଦ୍ଧି

277

ଭୁବନେଶ୍ୱର :ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ନିମନ୍ତେ ହେଉଥିବା ଚାଷୀ ପଞ୍ଜିକରଣ ପ୍ରକ୍ରିୟାର ସମୀକ୍ଷା କରାଯାଇଛି । ଏହି ପ୍ରକ୍ରିୟାରେ ଅଦ୍ୟାବଧି ୧୧ ଲକ୍ଷ ୫୦ ହଜାରରୁ ଅଧିକ ଚାଷୀ ପଞ୍ଜିକରଣ କରିସାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଖରିଫ୍‌ ଋତୁ ଧାନ ସଂଗ୍ରହ ନିମନ୍ତେ ଯାରି ପଞ୍ଜିକରଣ ପ୍ରକ୍ରିୟା ଅବଧିକୁ ମଧ୍ୟ ବୃଦ୍ଧି କରାଯାଇଛି । ଗତ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପୂର୍ବରୁ ନିର୍ଦ୍ଧାରିତ ହୋଇଥିଲା । ମାତ୍ର ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉକ୍ତ ପଞ୍ଜିକରଣ ଅବଧିକୁ ସରକାର ବୃଦ୍ଧି କରିଛନ୍ତି । ଗତବର୍ଷ ତୁଳନାରେ ଚଳିତ ବର୍ଷ ଖରିଫ୍‌ ଋତୁ ଧାନ ସଂଗ୍ରହ ନିମନ୍ତେ ପଞ୍ଜିକରଣ ପ୍ରକ୍ରିୟା ୪ ଦିନ ବିଳମ୍ବରେ ହୋଇଥିଲେ ସୁଦ୍ଧା ଏହି ପ୍ରକ୍ରିୟାରେ ସାମିଲ ହେବା ପାଇଁ ଅଧିକରୁ ଅଧିକ ଚାଷୀ ଇଚ୍ଛାବ୍ୟକ୍ତ କରିଛନ୍ତି । ଗତବର୍ଷ ଏହି ପ୍ରକ୍ରିୟା ଜୁଲାଇ ୧୫ ତାରିଖରେ ଆରମ୍ଭ ହୋଇଥିବାବେଳେ ଚଳିତ ବର୍ଷ ଏହା ଜୁଲାଇ ୧୯ ତାରିଖଠାରୁ ଜାରି ରହିଛି । ଏହା ବ୍ୟତୀତ ପଞ୍ଜିକରଣକୁ ସରଳୀକୃତ କରାଯିବା ସହ ନିଜସ୍ୱ ଘୋଷଣାନାମା (Self Declaration) ମାଧ୍ୟମରେ ମଧ୍ୟ ଚାଷୀମାନେ ପଞ୍ଜିକରଣ କରିବାର ସୁବିଧା ଦେବାକୁ ସରକାର ସ୍ଥିର କରିଛନ୍ତି । ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିଜ ସରକାରୀ ବାସଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି ।

12 Comments
  1. générique kamagra sans ordonnance

    kamagra super meilleurs prix

  2. online order enclomiphene generic enclomiphenes

    purchase enclomiphene non prescription online

  3. generic androxal in the uk

    get androxal cheap in uk

  4. cheap flexeril cyclobenzaprine generic buy online

    how to buy flexeril cyclobenzaprine cheap with fast shipping

  5. purchase gabapentin generic low price

    Online perscriptions gabapentin

  6. how to order fildena cheap in canada

    how to order fildena cheap canada

  7. cheap itraconazole without prescription

    itraconazole

  8. buy staxyn cheap uk

    buying staxyn us prices

    acheter du staxyn en pharmacie sans ordonnance

  9. ordering avodart lowest price viagra

    cheapest prices for generic avodart

  10. how to buy rifaximin purchase from canada

    discount rifaximin generic release date

  11. discount xifaxan generic medications

    xifaxan canada prescription

  12. koupit kamagra online melbourne

    generický americký expres kamagra

Comments are closed, but trackbacks and pingbacks are open.