ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହେଲେ ମାଲକାନଗିରିର ବସନ୍ତ କୁମାର ରଣା

248

ଭୁବନେଶ୍ଵର: ମାଲକାନଗିରି ଜିଲ୍ଲା କୋରକୁଣ୍ଡା ବ୍ଲକ ଅନ୍ତର୍ଗତ କୁଣ୍ଡେଲ ସରକାରୀ ୟୁ.ପି. ସ୍କୁଲର ଶିକ୍ଷକ ବସନ୍ତ କୁମାର ରଣା ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଶିକ୍ଷକ ଶ୍ରୀ ରଣାଙ୍କୁ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜ୍ଞାପନ କରାଯାଇଛି।

Comments are closed, but trackbacks and pingbacks are open.