ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ

299

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଗ୍ରନ୍ଥାଗାର ପ୍ରାଙ୍ଗଣରେ ନବନିର୍ମିତ ଆହାର କେନ୍ଦ୍ରର ଉଦଘାଟନ କରିଥିଲେ।

Comments are closed, but trackbacks and pingbacks are open.