ଇଦ୍ ମିଲାଦ୍ ଓ ଗଜଲକ୍ଷ୍ମୀ ପୂଜା ପାଇଁ ୧୯ ଓ ୨୦ ବ୍ୟାଙ୍କ ଛୁଟି

26

ଇଦ୍ ମିଲାଦ୍ ଓ ଗଜଲକ୍ଷ୍ମୀ ପୂଜା ପାଇଁ ରାଜ୍ୟ ସରକାର ୧୯ ଓ ୨୦ ତାରିଖ ଦୁଇଦିନ ଧରି ରାଜ୍ୟରେ ଥିବା ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍ ପ୍ରତିଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି । କେନ୍ଦ୍ରୀୟ ଆଇନ ୧୮୮୧ର ଧାରା ୨୫ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି ।ଏହି ଦୁଇ ଦିନ ରାଜ୍ୟରେ ସରକାରୀ ଛୁଟି ଘୋଷଣା ହୋଇ ଥିବାବେଳେ ବ୍ୟାଙ୍କ୍ ଓ ବ୍ୟାଙ୍କିଙ୍ଗ୍ କାରବାର କରୁଥିବା ପ୍ରତିଷ୍ଠାନଗୁଡ଼ିକ ବନ୍ଦ ରହିବ ବୋଲି ଆଜିରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

Leave A Reply

Your email address will not be published.