ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆଜି ଏକ ବଡ଼ ଧରଣର ସାଂଗଠନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ୬ ଜଣ ବିଧାୟକଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବେଳେ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ବାଜିଛି। ସୂଚନାଯୋଗ୍ୟ ଯେ, ନିକଟରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଏହି ବିଧାୟକମାନେ ଦଳୀୟ ‘ହ୍ୱିପ୍’କୁ ଅମାନ୍ୟ କରିଥିଲେ। ବିଜେଡି ସମର୍ଥିତ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ପରିବର୍ତ୍ତେ ସେମାନେ ବିଜେପି ସମର୍ଥିତ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ସପକ୍ଷରେ କ୍ରସ୍ ଭୋଟିଂ କରିଥିଲେ। ଏହି କାରଣରୁ ବିଜେଡି ପ୍ରାର୍ଥୀଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। ଏହାକୁ ଅତି ଗମ୍ଭୀରତାର ସହ ନେଇ ଦଳ ଆଜି ଏହି କଠୋର ପଦକ୍ଷେପ ଗ୍ରହଣ କରିଛି।
Sildenafil Tmax Information
Sildenafil Tmax Information
sildenafil vs tadalafil overview
sildenafil vs tadalafil overview
Sildenafil vs vardenafil performance
Sildenafil vs vardenafil performance
Viagra vs sildenafil onset timing
Viagra vs sildenafil onset timing
tadalafil interaction precautions
tadalafil interaction precautions