ଶପଥ ନେଲେ ୧୫ ଜଣିଆ ମନ୍ତ୍ରିମଣ୍ଡଳ

984

ଭୁବନେଶ୍ବର: ଆଜି ଭୁବନେଶ୍ବରର ଜନତା ମଇଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ମାଝୀ। ତାଙ୍କ ସହିତ ୧୫ ଜଣିଆ ମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଉପମୁଖ୍ୟମନ୍ତ୍ରୀ ଥିବା ବେଳେ ୮ ଜଣ କ୍ୟାବିନେଟ ମନ୍ତ୍ରୀ ଅଛନ୍ତି। ସେହିପରି ୫ ଜଣ ରାଷ୍ଟ୍ରମନ୍ତ୍ରୀ ସ୍ବାଧୀନ ଅଛନ୍ତି। ସେମାନେ ହେଲେ

ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ

ଉପମୁଖ୍ୟମନ୍ତ୍ରୀ
୧) କନକ ବର୍ଦ୍ଧନ ସିଂହ ଦେଓ
୨) ପ୍ରଭାତୀ ପରିଡ଼ା

କ୍ୟାବିନେଟ୍ ମନ୍ତ୍ରୀ
୧) ସୁରେଶ ପୂଜାରୀ
୨) ରବି ନାରାୟଣ ନାଏକ
୩) ନିତ୍ୟାନନ୍ଦ ଗଣ୍ଡ
୪) କୃଷ୍ଣଚନ୍ଦ୍ର ପାତ୍ର
୫) ପୃଥ୍ୱୀରାଜ ହରିଚନ୍ଦନ
୬) ଡ. ମୁକେଶ ମହାଲିଙ୍ଗ
୭) ବିଭୁତି ଭୁଷଣ ଜେନା
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ
୨) ସୂର୍ଯ୍ୟବଂଶୀ ସୂରଜ
୩) ପ୍ରଦୀପ ବଳସମାନ୍ତ
୪) ଗୋକୁଳାନନ୍ଦ ମଲ୍ଲିକ
୫) ସମ୍ପଦ ସ୍ୱାଇଁ

Leave A Reply

Your email address will not be published.