ଯାତ୍ରୀବାହୀ ଟ୍ରେନରେ ଅଗ୍ନିକାଣ୍ଡ

267

ନୂଆଦିଲ୍ଲୀ: ମହାରାଷ୍ଟ୍ରର ନାନ୍ଦେଡ଼ରେ ମଙ୍ଗଳବାର ଏକ ଯାତ୍ରୀବାହୀ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି। ବର୍ତ୍ତମାନ ନିଆଁକୁ ଆୟତ୍ତ କରାଯାଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସେନେଇ ଯାଞ୍ଚ ଚାଲିଛି। ପୂର୍ଣ୍ଣା-ପର୍ଲି ଯାତ୍ରୀବାହୀ ଟ୍ରେନରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

Comments are closed, but trackbacks and pingbacks are open.