ପାକ୍‌ ନାଗରିକଙ୍କୁ ବିଦାକର : କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନିର୍ଦ୍ଦେଶ

142

ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ ନାଗରିକଙ୍କ ଭିଜା ବନ୍ଦ କରିବାକୁ ନିଦ୍ଦେର୍ଶ ଦେଇଛନ୍ତି | ନିଜ ରାଜ୍ୟରେ ଥିବା ପାକ୍‌ ନାଗରିକଙ୍କୁ ଚିହ୍ନଟ କରି ତାଙ୍କୁ ରାଜ୍ୟରୁ ବାହାର କରିବାକୁ ଶାହା କହିଛନ୍ତି।

Comments are closed, but trackbacks and pingbacks are open.