ଭୂବନେଶ୍ୱର : ଦଳୀୟ ସାମାଜିକ ଗଣମାଧ୍ୟମ ଏବଂ ଆଇଟି ବିଭାଗକୁ ଆହୁରି ଅଧିକ ସୁଦୃଢ କରିବା ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ରାଜ୍ୟ ସାମାଜିକ ଗଣମାଧ୍ୟମ ସଂଯୋଜକ ଭାବେ ଶ୍ରୀ ଜ୍ୟୋତି ରଞ୍ଜନ ନାୟକ ଏବଂ ରାଜ୍ୟ ଆଇଟି ସଂଯୋଜକ ଭାବେ ଶ୍ରୀ ଗୋପିନାଥ ସାହୁଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି ବୋଲି ପ୍ରେସ ବିଜ୍ଞପ୍ତି ଜରିଆରେ ପ୍ରକାଶ କରାଯାଇଛି ।