ପୁରୀ: ପୁରୀସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ବିଏନ୍ଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ୍କୁ ପଠାଇ ଦିଆଯାଇଛି । ସୂଚନା ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ଆସିଥାନ୍ତି । ଶ୍ରୀମନ୍ଦିରର ସଂସ୍କୃତି ଓ ପରମ୍ପରା ବିଷୟରେ ସେବାୟତ ଓ ସେମାନଙ୍କର ଗୁମାସ୍ତା ମାନେ ଯାତ୍ରୀମାନଙ୍କୁ ଟିକିନିଖି ତଥ୍ୟ ପ୍ରଦାନ କରିଥାନ୍ତି । କିନ୍ତୁ କିଛି ନକଲି ଗୁମାସ୍ତା ଓ ଅଣ ସେବାୟତଙ୍କ ଯୋଗୁ ଯାତ୍ରୀମାନେ ଠକାମୀ ସହ ଦୁର୍ବ୍ୟବହାରର ଶିକାର ମଧ୍ୟ ହୋଇଥାନ୍ତି । ଏନେଇ ଅନେକ ଥର ଥାନାରେ ଅଭିଯୋଗ ହେବା ପରେ ଏବେ ଆକ୍ସନ ମୋଡ଼କୁ ଆସିଛି ପୁରୀ ପୋଲିସ । ଶ୍ରୀମନ୍ଦିରକୁ ଆସୁଥିବା ଯାତ୍ରୀ, ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହିତ ସୁବିଧାରେ ଦର୍ଶନ ଏବଂ ଠକାମୀର ଯେଭଳି ଶିକାର ନହେବେ ସେ ଦିଗରେ ପୋଲିସ ବିଶେଷ ଦୃଷ୍ଟି ଦେଇଛି । ଗିରଫ ହୋଇଥିବା ନକଲି ଗୁମାସ୍ତାଙ୍କ ପାଖରେ କୌଣସି ପରିଚୟ ପତ୍ର ନଥିବାବେଳେ ବେଆଇନ ଭାବେ ଏମାନେ ଗୁମାସ୍ତା କାର୍ଯ୍ୟ କରୁଥିଲେ ବୋଲି ପୋଲିସ କହିଛି ।
how to order androxal generic australia
generic androxal capsules price comparison
buy cheap enclomiphene purchase tablets
discount enclomiphene cheap from india
is rifaximin over the counter in Australia
buying rifaximin generic online mastercard
how to order xifaxan uk buy online
how to buy xifaxan cost at costco
how to order staxyn generic uk next day delivery
cheap staxyn cheap no prescription
cheapest buy avodart purchase online from canada
cheap avodart without rx online
dutasteride uk where buy onlune
cheapest buy dutasteride generic efficacy
get flexeril cyclobenzaprine price prescription
ordering flexeril cyclobenzaprine cheap mastercard
buy cheap gabapentin canadian discount pharmacy
gabapentin no r x cod
cheapest buy fildena usa where to buy
ordering fildena cheap next day delivery
purchase itraconazole uk delivery…
order itraconazole generic health
jak dostat lékaře k předpisu kamagra
dodání sobota kamagra
kamagra commandes de livraison
acheter kamagra sans prescrire france