ରାଜ୍ୟରେ ପୁଣି ୧୦୧ ପିଲା କରୋନା ପଜିଟିଭ୍

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୧ ଜଣ ଅଛନ୍ତି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୯ ଜଣ ଥିବା ବେଳେ କଟକରୁ ୧୧୭ ଓ ଷ୍ଟେଟ୍‌ ପୁଲ୍‌ରୁ ୬୪ ଜଣ ଅଛନ୍ତି।

Comments (0)
Add Comment