ଭୁବନେଶ୍ୱର: ୭୯ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କ ସୌଜନ୍ୟରେ ରାଜଭବନର ନ୍ୟୁ ଅଭିଷେକ ହଲ୍ ଠାରେ ଆଟ୍-ହୋମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳଙ୍କ ଆମନ୍ତ୍ରଣ କ୍ରମେ ସମାଜର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିବିଶେଷ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ମାନ୍ୟବର ରାଜ୍ୟପାଳଙ୍କ ସହଧର୍ମିଣୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ୍ପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସହଧର୍ମିଣୀ ଡ. ପ୍ରିୟଙ୍କା ମାର୍ଣ୍ଡି, ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏତଦ୍ବ୍ୟତୀତ ଓଡ଼ିଶାର ମାନ୍ୟବର ଆଇନ୍, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମାନ୍ୟବର ବିଧାୟକ, ସ୍ୱାଧୀନତା ସଂଗ୍ରାମୀ, ପଦ୍ମ ପୁରସ୍କାର ବିଜେତା, ରାଜନୈତିକ ଦଳର କର୍ମକର୍ତ୍ତା / ବ୍ୟକ୍ତି ବିଶେଷ, ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ବିଭିନ୍ନ ବୈଧାନିକ ସଂସ୍ଥାର ମୂଖ୍ୟ ଏବଂ କର୍ମକର୍ତ୍ତା, ଅବସର ପ୍ରାପ୍ତ ବରିଷ୍ଠ ଅଧିକାରୀ, ପ୍ରତିରକ୍ଷା ବିଭାଗର ପଦାଧିକାରୀ ଏବଂ ଅବସର ପ୍ରାପ୍ତ ବରିଷ୍ଠ ପଦାଧିକାରୀ, ଶିକ୍ଷାବିତ, ବୁଦ୍ଧିଜୀବୀ, ସମାଜସେବୀ, ଗଣମାଧ୍ୟମର ପ୍ରତିନିଧି, କ୍ରୀଡ଼ାବିତ୍, ସାରସ୍ୱତ ସ୍ରଷ୍ଟା, କଳାକାର ଓ ଶିଳ୍ପୀ, କର୍କଟ ରୋଗରୁ ମୁକ୍ତ ବ୍ୟକ୍ତି, ପିଭିଟିଜି ବର୍ଗର ବ୍ୟକ୍ତି ବିଶେଷ, ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ ପ୍ରମୁଖ ଆଟ୍-ହୋମ୍ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅବସରରେ ରାଜ୍ୟପାଳ ଡ. କମ୍ଭମ୍ପାଟି ସମସ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ରାଜ୍ୟପାଳ ବିଭିନ୍ନ ବର୍ଗର ଅତିଥିମାନଙ୍କ ସହ ମିଶିବା ସହିତ ଭାବବିନିମୟ କରିଥିଲେ। ଏହି ଅବସରରେ ରାଜ୍ୟପାଳ ଏକ ବାର୍ତ୍ତାରେ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ସମସ୍ତେ ମିଳିମିଶି ନିଷ୍ଠାପର ଭାବେ କାର୍ଯ୍ୟକରିବାକୁ ଆହ୍ୱାନ ଜଣାଇଛନ୍ତି।
discount androxal cheap generic uk
how to order androxal generic version
buy cheap enclomiphene us prices
cheap enclomiphene generic overnight delivery
online order rifaximin canada on sale
Buy perscription rifaximin online
get xifaxan purchase online from india
en las farmacias simi puedo comprar xifaxan
purchase staxyn purchase prescription
discount staxyn cheap australia
cheapest buy avodart generic from the uk
buy cheap avodart cheap in canada
ordering dutasteride cheap usa
how to order dutasteride uk online
buy flexeril cyclobenzaprine overnight cod
order flexeril cyclobenzaprine cheap discount
how to buy gabapentin canadian discount pharmacy
online order gabapentin where to purchase
order fildena uk buy cheap
fildena no prescription canadian
kamagra není nutný předpis
kamagra nz koupit online
nom de marque usa kamagra à partir de
kamagra australie où acheter
generic version for itraconazole
get itraconazole purchase online uk