ଓଡିଶାରେ ସରକାର ଗଠନ କରିବା ପଥରେ ଅଗ୍ରସର ହେଉଛି ଭାରତୀୟ ଜନତା ପାର୍ଟି

ଭୁବନେଶ୍ବର: ବର୍ତ୍ତମାନ ଭୋଟ ଗଣତି ଟ୍ରେଣ୍ଡ ଅନୁସାରେ ରାଜ୍ୟରେ ବିଜେପି ସରକାର ଗଠନ କରିବା ପଥରେ ଅଗ୍ରସର ହେଉଛି ଭାରତୀୟ ଜନତା ପାର୍ଟି। ବର୍ତ୍ତମାନ ଭୋଟ ଗଣତିରୁ ବିଜେପି ଆଗରେ ରହିଥିବା ବେଳେ ବିଜେଡି ପଛରେ ପଡିଛି। ଗଣତି ଅନୁସାରେ

ବିଜେପି-  78

ବିଜେଡି- 54

କଂଗ୍ରେସ- 11

ଅନ୍ୟାନ୍ୟ- 03

Comments (0)
Add Comment