ମନ୍ତ୍ରୀ ପରିଷଦ ବୈଠକରେ ନିଷ୍ପତ୍ତି: ୧୯୩୮୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌କୁ ବଜେଟକୁ ଅନୁମୋଦନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଲୋକସଭା ଭବନରେ ଆୟୋଜିତ ମନ୍ତ୍ରୀପରିଷଦ ବୈଠକରେ ରାଜ୍ୟ ସରକାରଙ୍କ ଅତିରିକ୍ତ ବଜେଟ୍‌କୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ସମୁଦାୟ ୧୯ ହଜାର ୩୮୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଉପରେ ଏହି ମୋହର ଲାଗିଛି । ଆସନ୍ତା ଡିସେମ୍ବର ୧ତାରିଖରେ ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଆଗତ ହେବାର କାର୍ଯ୍ୟକ୍ରମ ଥିବାରୁ ତା’ପୂର୍ବରୁ ଆଜି ଏହାକୁ ମନ୍ତ୍ରିପରିଷଦ ବୈଠକରେ ଉପସ୍ଥାପନ କରାଯାଇଥିଲା।

Comments (0)
Add Comment