ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ଅନୁମତି

ଭୁବନେଶ୍ୱର : ସରକାରୀ ଚାକିରିରୁ ଅବସର ନେବାକୁ ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ରାଜ୍ୟ ସରକାରଙ୍କ ଅନୁମତି ଦେଇଛନ୍ତି। ଅବସର ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୩୧ରେ ଅବସର ନେବାକୁ ତାଙ୍କୁ ଅନୁମତି ମିଳିଛି।

ODISHA