ସମ୍ବଲପୁର :ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡଃ. ହରିବାବୁ କମ୍ଭମପାଟିଙ୍କ ସହ ସମ୍ବଲପୁରର ଇଷ୍ଟ ଦେବୀ ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାଥୀରେ ଥିଲେ ଓଡ଼ିଶାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ ଓ ଗ୍ରାମୀଣ ବିକାଶ ମନ୍ତ୍ରୀ ରବି ନାଏକ ।