ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଥିଲା । ଏନେଇ ସ୍ୱତନ୍ତ୍ର ନୀତିକାନ୍ତି ହୋଇଥିବାରୁ ସାଧାରଣ ଦର୍ଶନ ଗୋଟିଏ ଘଣ୍ଟା ବନ୍ଦ ରହିଥିଲା ।