ବ୍ରହ୍ମପୁର–ସୁରଟ ମଧ୍ୟରେ ଚାଲିବ “ଅମୃତ ଭାରତ ଏକ୍ସପ୍ରେସ”

131

ଭୁବନେଶ୍ୱର: ଓଡିଶାର ବ୍ରହ୍ମପୁରରୁ ଗୁଜରାଟର ସୁରଟ (ଉଧନା) ସହିତ ସଂଯୋଗ କରୁଥିବା “ଅମୃତ ଭାରତ ଏକ୍ସପ୍ରେସ”କୁ ୨୭ ସେପ୍ଟେମ୍ବର ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହାର ଉଦଘାଟନୀ ଯାତ୍ରାରେ, ଏହି ଟ୍ରେନ୍ ୨୭ ସେପ୍ଟେମ୍ବର ୨୦୨୫ରେ  ମଧ୍ୟାହ୍ନ ୧୨ ଘଟିକା ସମୟରେ ବ୍ରହ୍ମପୁର ରେଳଷ୍ଟେସନରୁ ଶୁଭାରମ୍ଭ କରାଯିବ। ଏହି ଟ୍ରେନର ନିୟମିତ ସେବା ପାଇଁ ସମୟ ସୂଚୀ ଶୀଘ୍ର ଘୋଷଣା କରାଯିବ।

Comments are closed, but trackbacks and pingbacks are open.