ସ୍ୱାଧୀନତା ଦିବସ ଅବସରରେ ରାଜ ଭବନରେ ଆଟ୍‌-ହୋମ୍ ଅନୁଷ୍ଠିତ

131

ଭୁବନେଶ୍ୱର: ୭୯ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟିଙ୍କ ସୌଜନ୍ୟରେ ରାଜଭବନର ନ୍ୟୁ ଅଭିଷେକ ହଲ୍ ଠାରେ ଆଟ୍‌-ହୋମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳଙ୍କ ଆମନ୍ତ୍ରଣ କ୍ରମେ ସମାଜର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିବିଶେଷ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ମାନ୍ୟବର ରାଜ୍ୟପାଳଙ୍କ ସହଧର୍ମିଣୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ୍‌ପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସହଧର୍ମିଣୀ ଡ. ପ୍ରିୟଙ୍କା ମାର୍ଣ୍ଡି, ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏତଦ୍‌ବ୍ୟତୀତ ଓଡ଼ିଶାର ମାନ୍ୟବର ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମାନ୍ୟବର ବିଧାୟକ, ସ୍ୱାଧୀନତା ସଂଗ୍ରାମୀ, ପଦ୍ମ ପୁରସ୍କାର ବିଜେତା, ରାଜନୈତିକ ଦଳର କର୍ମକର୍ତ୍ତା / ବ୍ୟକ୍ତି ବିଶେଷ, ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ବିଭିନ୍ନ ବୈଧାନିକ ସଂସ୍ଥାର ମୂଖ୍ୟ ଏବଂ କର୍ମକର୍ତ୍ତା, ଅବସର ପ୍ରାପ୍ତ ବରିଷ୍ଠ ଅଧିକାରୀ, ପ୍ରତିରକ୍ଷା ବିଭାଗର ପଦାଧିକାରୀ ଏବଂ ଅବସର ପ୍ରାପ୍ତ ବରିଷ୍ଠ ପଦାଧିକାରୀ, ଶିକ୍ଷାବିତ, ବୁଦ୍ଧିଜୀବୀ, ସମାଜସେବୀ, ଗଣମାଧ୍ୟମର ପ୍ରତିନିଧି, କ୍ରୀଡ଼ାବିତ୍‌, ସାରସ୍ୱତ ସ୍ରଷ୍ଟା, କଳାକାର ଓ ଶିଳ୍ପୀ, କର୍କଟ ରୋଗରୁ ମୁକ୍ତ ବ୍ୟକ୍ତି, ପିଭିଟିଜି ବର୍ଗର ବ୍ୟକ୍ତି ବିଶେଷ, ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ ପ୍ରମୁଖ ଆଟ୍‌-ହୋମ୍ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅବସରରେ ରାଜ୍ୟପାଳ ଡ. କମ୍ଭମ୍‌ପାଟି ସମସ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ରାଜ୍ୟପାଳ ବିଭିନ୍ନ ବର୍ଗର ଅତିଥିମାନଙ୍କ ସହ ମିଶିବା ସହିତ ଭାବବିନିମୟ କରିଥିଲେ। ଏହି ଅବସରରେ ରାଜ୍ୟପାଳ ଏକ ବାର୍ତ୍ତାରେ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ସମସ୍ତେ ମିଳିମିଶି ନିଷ୍ଠାପର ଭାବେ କାର୍ଯ୍ୟକରିବାକୁ ଆହ୍ୱାନ ଜଣାଇଛନ୍ତି।

13 Comments
  1. discount androxal cheap generic uk

    how to order androxal generic version

  2. buy cheap enclomiphene us prices

    cheap enclomiphene generic overnight delivery

  3. online order rifaximin canada on sale

    Buy perscription rifaximin online

  4. get xifaxan purchase online from india

    en las farmacias simi puedo comprar xifaxan

  5. purchase staxyn purchase prescription

    discount staxyn cheap australia

  6. cheapest buy avodart generic from the uk

    buy cheap avodart cheap in canada

  7. ordering dutasteride cheap usa

    how to order dutasteride uk online

  8. buy flexeril cyclobenzaprine overnight cod

    order flexeril cyclobenzaprine cheap discount

  9. generique gabapentin

    how to buy gabapentin canadian discount pharmacy

    online order gabapentin where to purchase

  10. order fildena uk buy cheap

    fildena no prescription canadian

  11. kamagra není nutný předpis

    kamagra nz koupit online

  12. nom de marque usa kamagra à partir de

    kamagra australie où acheter

  13. generic version for itraconazole

    get itraconazole purchase online uk

Comments are closed, but trackbacks and pingbacks are open.