ନୂଆଦିଲ୍ଲୀ: ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ସେମିଫାଇନାଲ ମ୍ୟାଚ ଦୁବାଇରେ ଖେଳାଯାଉଛି। ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆ ପ୍ରଥମେ ବୋଲିଂ ପାଇଁ ପଡିଆକୁ ଓହ୍ଳାଇବ।
ଭାରତର ଖେଳାଳି ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ଅକ୍ସର ପଟେଲ, କେ.ଏଲ୍ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ।
Comments are closed, but trackbacks and pingbacks are open.