ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ସ୍ୱାସ୍ଥ୍ୟ ମନ୍ତ୍ରୀ ମାର୍କ ବଟଲର୍ ଏମପି

31

ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ସ୍ୱାସ୍ଥ୍ୟ ମନ୍ତ୍ରୀ ମାର୍କ ବଟଲର୍ ଏମପି । ଏହି ଅବସରରେ ନର୍ସିଂ ଏବଂ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟସେବା ସହ ଜଡ଼ିତ ପାଠ୍ୟକ୍ରମ ଓ ପ୍ରଶିକ୍ଷଣ ଏବଂ ଦକ୍ଷତା ବିକାଶ ଉପରେ ଆଲୋଚନା କଲେ ।

Comments are closed, but trackbacks and pingbacks are open.