ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କାଲେ 5T ସଚିବ ଶ୍ରୀ ପାଣ୍ଡିଆନ

39

ଭୁବନେଶ୍ୱର ୧୮ -୯ : ଭୁବନେଶ୍ୱର ସ୍ଥ ବରମୁଣ୍ଡା inter state bus terminal ରାଜ୍ୟର ବ୍ୟସ୍ତ ବସ terminnal I ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ ଚଳା ଚଳ କରିଥାଏ I ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ terminal ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦେଶ ଅନୁଯାୟୀ କାମ ଚାଲିଚ୍ଛି I

ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ( 5T ) ଶ୍ରୀ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ BDA ଉପାଧ୍ୟାକ୍ଷ ଶ୍ରୀ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ISBT ଓ ବସ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ . ଆସନ୍ତା ମାର୍ଚ୍ଚ ୨୦୨୩ ସୁଦ୍ଧା ISBT କାମ ଶେଷ କରିବାକୁ ସେ ନିର୍ଦେଶ ଦେଇଥିଲେ Iଵସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ISBT କାମ ର ଅଗ୍ରଗତି ସନ୍ତୋଷ ଜନକ ରହିଁଛି I

ଯାତ୍ରୀଙ୍କ ସୁବିଧା କୁ ଦୃଷ୍ଟିରେ ରଖି ୧୮୦ କୋଟି ଟଙ୍କା ବ୍ୟୟ ରେ ୧୧ .୪୮ ଏକର ଜମି ଉପରେ ନିର୍ମିତ ISBT ବରମୁଣ୍ଡା ରେ ପାର୍କିଙ୍ଗ ATM, food court,shop restaurant, commercial space ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି . ସେଠାରୁ ଶହେ ରୁ ଅଧିକ ଵସ ଚଳାଚଳ ର ବ୍ୟବସ୍ଥା କରାଯାଇଛି

Comments are closed, but trackbacks and pingbacks are open.