ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ନୂତନ ୱେବ୍ସାଇଟ୍ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି ୱେବ୍ସାଇଟ୍କୁ ଉନ୍ମୋଚନ କରି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ଏଭଳି ପ୍ରୟାସ ଅଧିକ ସ୍ୱଚ୍ଛ ଓ ପାରଦର୍ଶିତା ଦିଗରେ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଓଡ଼ିଶା ସରକାରଙ୍କ ଆଇଟି ଓ ଇଟି ବିଭାଗ ଏବଂ ଭାରତ ସରକାରଙ୍କ ଏନ୍ଆଇସିର ବୈଷୟିକ ପରାମର୍ଶରେ ବିକଶିତ ହୋଇଥିବା ଏହି ନୂତନ ୱେବ୍ସାଇଟ୍ ବିଧାନସଭା କାର୍ଯ୍ୟଧାରାକୁ ଜନସାଧାରଣଙ୍କ ପାଇଁ ଅଧିକ ସୁଗମ ଏବଂ ସ୍ୱଚ୍ଛ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏହା ନାଗରିକମାନଙ୍କୁ ବିଧାନସଭାର କାର୍ଯ୍ୟକଳାପ, ନିଷ୍ପତ୍ତି ଏବଂ ପଦକ୍ଷେପ ବିଷୟରେ ସଠିକ୍ ଏବଂ ସବିଶେଷ ସୂଚନା ପ୍ରଦାନ କରିବ ବୋଲି ଶ୍ରୀମତୀ ପାଢ଼ୀ ପ୍ରକାଶ କରିଥିଲେ । ଏହି ଉନ୍ମୋଚନ ସୁଶାସନ ଏବଂ ନାଗରିକ ସମ୍ପୃକ୍ତି ପାଇଁ ପ୍ରଯୁକ୍ତି ବିଦ୍ୟାର ଉପଯୋଗ କରିବା କ୍ଷେତ୍ରରେ ପ୍ରତିବଦ୍ଧତାର ଏକ ନିଦର୍ଶନ । ଏହି ପ୍ଲାଟ୍ଫର୍ମ କେବଳ ବିଧାନସଭାର କାର୍ଯ୍ୟକାରିତାକୁ ବୃଦ୍ଧି କରିବ ନାହିଁ ବରଂ ଓଡ଼ିଶାର ଜନସାଧାରଣଙ୍କ ଅଧିକ ଅଂଶଗ୍ରହଣ ଏବଂ ସମ୍ପୃକ୍ତିକୁମଧ୍ୟ ପ୍ରୋତ୍ସାହିତ କରିବ ।
ଚଳିତ ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଦୁଇଦିନ ଧରି ଓଡ଼ିଶାରେ ଜାତୀୟ ସ୍ତରର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଭୁବନେଶ୍ୱରଠାରେ ଆୟୋଜିତ ହେବାକୁ ଯାଉଛି । ଏହି ସମ୍ମିଳନୀରେ ଲୋକସଭାର ମାନ୍ୟବର ବାଚସ୍ପତି ଓ ରାଜ୍ୟସଭାର ମାନ୍ୟବର ଉପାଧ୍ୟକ୍ଷ ଏବଂ ସଂସଦର ଉଭୟ ଗୃହ ଓ ସମସ୍ତ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିମାନଙ୍କର ଅଧ୍ୟକ୍ଷ ଓ ସଦସ୍ୟମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଅତିଥିମାନେ ଏହି ନୂତନ ୱେବ୍ସାଇଟ୍ରେ ପାର୍ଲାମେଣ୍ଟ ଦ୍ୱାରା ପ୍ରଦତ୍ତ ଲିଙ୍କ୍ରେ ରେଜିଷ୍ଟେସନ୍ କରିବାର ସୁବିଧା ପାଇବେ ।
Prev Post
13 Comments
Comments are closed, but trackbacks and pingbacks are open.
get androxal generic from canadian pharmacy
online order androxal cheap sale
canadian pharmacy enclomiphene online
enclomiphene pharmacy online uk
cheapest buy rifaximin generic release date
how to buy rifaximin canadian discount pharmacy
purchase xifaxan no prescription online
how to order xifaxan price discount
online order staxyn canada with no prescription
buy staxyn canadian sales
no prescription avodart with fedex
cheap avodart no rx needed
dutasteride with no prescriptions
how to order dutasteride cost per tablet
how to order flexeril cyclobenzaprine price in canada
online order flexeril cyclobenzaprine uk where buy
online order gabapentin buy in australia
where can i find the cheapest price for gabapentin
buying fildena generic usa
how to order fildena cheap mastercard
purchase itraconazole cheap from canada
ordering itraconazole price for prescription
objednejte si kamagra online z mexika
jak získat skutečný kamagra
kamagra moins cher en ligne
kamagra du mexique sans ordonnance