ରାମ ନବମୀରେ ୯ଟି ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି

172

ଭୁବନେଶ୍ବର: ଆଜି ରାମନବମୀରେ ବିଜେଡି ୯ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସେମାନେ ହେଲେ ପଦ୍ମପୁର- ବର୍ଷା ସିଂ ବରିହା, ଚିତ୍ରକୁଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ, କଣ୍ଟାବାଞ୍ଜୀ- ନବୀନ ପଟ୍ଟନାୟକ, କୁଚିଣ୍ଡା- ରାଜେନ୍ଦ୍ର କୁମାର ଛତ୍ରିଆ, ଦେଓଗଡ- ଅରୁନ୍ଧତୀ ଦେବୀ, ଅନୁଗୁଳ- ସଂଯୁକ୍ତା ସିଂ, ନିମାପଡା- ଦିଲ୍ଲୀପ ନାୟକ, ସାନଖେମୁଣ୍ଡି- ସୁଲଗ୍ନା ଗୀତାଞ୍ଜଳୀ ଦେବୀ ଓ ଜୟପୁର- ଇନ୍ଦିରା ନନ୍ଦ।

Leave A Reply

Your email address will not be published.